ଆଶା ଭୋସଲେ ଅସୁସ୍ଥ |

ମୁମ୍ବାଇ, ୧୧/୦୪: ବଲିଉଡର ଲୋକପ୍ରିୟ ଗାୟିକା ଆଶା ଭୋସଲେ ଅସୁସ୍ଥ। ହୃଦଘାତ କାରଣରୁ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୯୨ ବର୍ଷୀୟା ଆଶାଙ୍କ ଅବସ୍ଥା ସଙ୍ଗୀନ ଥିବା ଜଣାପଡିଛି। ସେ ବର୍ତ୍ତମାନ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ତେବେ ତାଙ୍କ ପରିବାର ପକ୍ଷରୁ କୌଣସି ସୂଚନା ମିଳିନାହିଁ। ବିସ୍ତୃତ ସୂଚନାକୁ ଅପେକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *

error: Content is protected !!