ସସ୍ମିତ ପାତ୍ରଙ୍କ ଇସ୍ତଫା ଗୃହୀତ |

ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା ଗୃହୀତ।ସସ୍ମିତ ପାତ୍ରଙ୍କ ଇସ୍ତଫା ଗ୍ରହଣ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ସଂସଦୀୟ ଦଳ ନେତା…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା |

କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା ଓ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅରଡ଼ପଲ୍ଲୀ ଗ୍ରାମର ଝାଣ୍ଟୁ ଜେନା ଓ ତାଙ୍କର ସହଯୋଗୀ ମିଶି ଦୁଇଟା…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍ |

ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି । ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଦୀପ କୁମାର ସାମଲ ଏହି ମାମଲାର ବିଚାର କରି ଜଣେ ଅଭିଯୁକ୍ତଙ୍କୁ…

ପଞ୍ଚସଖା ଶିକ୍ଷା ସେତୁ ସଂଗଠନ ଓ ଏନସିଏଫ୍ଇ ମଧ୍ୟରେ ଏମ୍ଓୟୁ

ଭୁବନେଶ୍ବର, ୦୬/୦୪: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପିଏମ୍‌ଶ୍ରୀ ସ୍କୁଲ ଗୁଡିକରେ ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ଆର୍ଥିକ ସାକ୍ଷରତା ଉପରେ ଶିକ୍ଷା ଦିଆଯିବ । ସେମାନେ ବିଭିନ୍ନ ଆର୍ଥିକ ଯୋଜନା ଉପରେ ଜ୍ଞାନ ଆହରଣ କରିବେ । ଏଥିପାଇଁ…

ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି

ଭୁବନେଶ୍ୱର, ୦୬/୦୪: ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଟ୍ରୋ ପ୍ରକଳ୍ପକୁ ରାଜ୍ୟ ସରକାର ବାତିଲ କରିବା ନିଷ୍ପତ୍ତିକୁ ନେଇ ଆଜି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜୁ ଜନତା ଦଳ । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର…

ପୂର୍ବତନ ସାଂସଦ ଓ ବିଧାୟକ ବିଜେଡ଼ିରୁ ସସପେଣ୍ଡ |

ଭୁବନେଶ୍ୱର, ୦୬/୦୪: ଦଳବିରୋଧୀ କାର୍ଯ୍ୟ ପାଇଁ ବିଜେଡିର ପୁଣି ବଡ଼ କାର୍ଯ୍ୟାନୁଷ୍ଠାନ। ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ବିଜେଡିରୁ ନିଲମ୍ବିତ…

ରାଜ୍ୟର ୧୪ଟି ବିଶ୍ବବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ |

ଭୁବନେଶ୍ୱର, ୦୬/୦୪: ରାଜ୍ୟର ୧୪ଟି ବିଶ୍ବବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି କୁଳାଧିପତି ତଥା ରାଜ୍ୟପାଳ ହରିବାବୁ କାମ୍ଭମପାଟି। ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି, ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ବବିଦ୍ୟାଳୟ କୁଳପତି, ପ୍ରଫେସର ସନ୍ତୋଷ…

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବରଗଡ଼ ‘କିଶୋରୀ ନର୍ସିଂହୋମ’ର ଅନନ୍ୟ ପଦକ୍ଷେପ |

ବରଗଡ଼, ୦୬/୦୪: ସୁସ୍ଥ ଶରୀର ହିଁ ସୁଖୀ ଜୀବନର ଆଧାର। ଏହି ବାର୍ତ୍ତାକୁ ପାଥେୟ କରି ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ସାରା ବିଶ୍ୱରେ ସଚେତନତା ସୃଷ୍ଟି କରାଯାଉଥିବା ବେଳେ, ବରଗଡ଼ ସହରର ‘କିଶୋରୀ ନର୍ସିଂହୋମ’ ଦୀର୍ଘ ତିନି ଦଶନ୍ଧି ଧରି…

ନବ ନିଯୁକ୍ତ କୁଳପତିମାନଙ୍କୁ ଶୁଭେଚ୍ଛା ଜଣାଇଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୦୬/୦୪: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି।ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, “କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି…

ବିଜେପିର ୪୭ତମ ସ୍ଥାପନା ଦିବସ ଅବସରରେ ରାଜ୍ୟ କାର୍ଯ୍ୟାଳୟଠାରେ ‘ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ’ ଅନୁଷ୍ଠିତ

ଭୁବନେଶ୍ୱର, ୦୬/୦୪: “ସମାଜର ଅନ୍ତିମ ଧାଡିରେ ଠିଆ ହୋଇଥିବା ବ୍ୟକ୍ତିର ଉତ୍ଥାନ ପାଇଁ ତାଙ୍କ ପାଖରେ ବିକାଶ ଓ ସୁବିଧା ପହଂଚାଇବା ଆମର ଲକ୍ଷ୍ୟ” ବୋଲି ପଣ୍ଡିତ ଦୀନଦୟାଲ ଉପଧ୍ୟାୟଜୀ କହିଛନ୍ତି । “ଉଠ ମୋର ଦେଶବାସୀ, ନ୍ୟାୟ ଏବଂ ରାଷ୍ଟ୍ରର…

error: Content is protected !!